Mark 12:40 — Compare Translations
7 translations compared side by side
Odia - 1840
"ସମାନେେ ବିଧବାମାନଙ୍କ ପ୍ରତି ଅତ୍ଯନ୍ତ ନୀଚ ବ୍ଯବହାର ଦଖାେନ୍ତି। ସମାନେେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖଇେ ହବୋ ପାଇଁ ସମାନେେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ବର କଠିନ ଶାସ୍ତି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ବିଧବାମାନଙ୍କ ନିଃସହାୟତାର ସୁଯୋଗ ନେଇ ସେମାନଙ୍କ ସମ୍ପତ୍ତି ଆତ୍ମସାତ୍ କରନ୍ତି। କିନ୍ତୁ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି ଏଥିପାଇଁ ସେମାନେ ଅଧିକ କଠୋର ଦଣ୍ଡ ପାଇବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ବିଧବାମାନଙ୍କ ପ୍ରତି ଅତ୍ୟନ୍ତ ନୀଚ ବ୍ୟବହାର ଦେଖାନ୍ତି। ସେମାନେ ବିଧବାମାନଙ୍କର ସମ୍ପତ୍ତି ଅପହରଣ କରି ନିଅନ୍ତି। ଭଲ ଦେଖେଇ ହେବା ପାଇଁ ସେମାନେ ଲମ୍ବା ପ୍ରାର୍ଥନା କରନ୍ତି। ଏଭଳି ଲୋକମାନଙ୍କୁ ପରମେଶ୍ୱର କଠିନ ଶାସ୍ତି ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಘೊವ್ ಮರಲ್ಲ್ಯಾ ಬಾಯ್ಕಾಮನ್ಸಾಂಚೊ ಫಾಯ್ದೊ ಕಾಡುನ್ ಘೆವ್ನ್ ತೆಂಚಿ ಘರಾ ಲುಟ್ತ್ಯಾತ್ ಅನಿ ಲಾಂಬ್-ಲಾಂಬ್ ಮಾಗ್ನಿಯಾ ಕರ್ತಾತ್, ಹೆಂಕಾ ಫಿಡೆ ಕಟೊರ್ ಶಿಕ್ಷಾ ರಾಕುನ್ ಹಾಯ್” ಮಟ್ಲ್ಯಾನ್.