Mark 12:42 — Compare Translations

7 translations compared side by side

Odia - 1840
"ପରେ ଗରୀବ ବିଧବାଟିଏ ସଠାେକୁ ଆସିଲା ଓ ସେଥି ରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକଇେଲା। ଏହି ମୁଦ୍ରା ଦୁଇଟିର ମୂଲ୍ଯ ପଇସାଟିଏ ସାଙ୍ଗ ରେ ବି ସମାନ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଜଣେ ଗରିବ ବିଧବା ସେଠାକୁ ଆସି କେବଳ ଦୁଇଟି ଛୋଟ ତମ୍ବା ମୁଦ୍ରା ସେହି ବାକ୍ସରେ ପକାଇଲା।
Odia Bible ERV 2004 (ପବିତ୍ର ବାଇବଲ)
ପରେ ଗରିବ ବିଧବାଟିଏ ସେଠାକୁ ଆସିଲା ଓ ସେଥିରେ ସେ ମାତ୍ର ଦୁଇଟି ତମ୍ବା-ମୁଦ୍ରା ପକେଇଲା। ଏହି ମୁଦ୍ରା ଦୁଇଟିର ମୂଲ୍ୟ ପଇସାଟିଏ ସାଙ୍ଗରେ ବି ସମାନ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଜଣେ ଦରିଦ୍ର ବିଧବା ଆସି ଏକ ଅଳ୍ପ ମୂଲ୍ୟର ଦୁଇ ତମ୍ବା ପଇସା ସେଥିରେ ପକାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತವ್ಡ್ಯಾಕ್ ಮಟ್ಲ್ಯಾರ್ ಎಕ್ ಗರಿಬ್ ಘೊವ್ ಮರಲ್ಲಿ ಬಾಯ್ಕೊಮನುಸ್ ಯೆವ್ನ್ ತಾಂಬ್ಯಾಚ್ಯಾ ದೊನ್ ಬಾರಿಕ್ಲ್ಯಾ ಗಾಲಿಯಾ ತ್ಯಾ ಕಾನಿಕಾಚ್ಯಾ ಡಬ್ಬ್ಯಾತ್ ಘಾಟ್ಲಿನ್. ತೆಚಿ ಕಿಮ್ಮತ್ ಎಕ್ ಪೈಸೊ.