Mark 12:43 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ନିଜଶିଷ୍ଯମାନଙ୍କୁ ପାଖକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦଇେଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତ ରେ ବହୁତ ଅଧିକ ଦଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ଏହି ଗରିବ ବିଧବାର ଦାନ ଅନ୍ୟ ସମସ୍ତେ ଦେଇଥିବା ଧନଠାରୁ ଅଧିକ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ନିଜ ଶିଷ୍ୟମାନଙ୍କୁ ପାଖକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏହି ସମସ୍ତ ଧନୀ ଲୋକମାନେ ଦେଇଥିବା ଦାନଠାରୁ ଏହି ଗରିବ ବିଧବାଟି ପ୍ରକୃତରେ ବହୁତ ଅଧିକ ଦେଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಜಗ್ಗೊಳ್ ಬಲ್ವುನ್ “ಬಗಾ, ಹ್ಯಾ ಕಾನಿಕಾಚ್ಯಾ ಡಬ್ಬ್ಯಾತ್ ಕಾನಿಕ್ ಘಾಟಲ್ಲ್ಯಾ ಎವ್ಡ್ಯಾ ಸಗ್ಳ್ಯಾ ಲೊಕಾಂಚಾನ್ಕಿ ಜಾಸ್ತಿ ಹ್ಯಾ ಗರಿಬ್ ಬಾಯ್ಕೊಮನ್ಸಿನ್ ಘಾಟ್ಲಿನಾಯ್,