Mark 12:44 — Compare Translations
7 translations compared side by side
Odia - 1840
"କାରଣ ଧନୀ ଲୋକମାନଙ୍କ ପାଖ ରେ ପ୍ରଚୁର ଅଛି। ସମାନେେ ତାହାଙ୍କର ଦରକାର ନଥିବା ବଳକା ଅର୍ଥରୁ ହିଁ ଦାନ ଦଇେଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ବରୂପ ଦଇେ ଦଇେଛି। ତାର ଚଳିବା ପାଇଁ ସତେିକି ମାତ୍ର ସମ୍ବଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧନୀ ଲୋକମାନେ ସେମାନଙ୍କର ବଳକା ଧନରୁ ଦେଇଛନ୍ତି, କିନ୍ତୁ ଏହି ସ୍ତ୍ରୀ ଲୋକଟି ତା’ର ଦାରିଦ୍ର୍ୟ ସତ୍ତେ୍ୱ ତା’ ପାଖରେ ଯାହା କିଛି ସମ୍ବଳ ଥିଲା, ସବୁ ଦେଇ ଦେଇଛି।”
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଧନୀ ଲୋକମାନଙ୍କ ପାଖରେ ପ୍ରଚୁର ଅଛି। ସେମାନେ ତାହାଙ୍କର ଦରକାର ନ ଥିବା ବଳକା ଅର୍ଥରୁ ହିଁ ଦାନ ଦେଇଛନ୍ତି। କିନ୍ତୁ ଏହି ବିଧବାଟି ବହୁତ ଗରିବ। ଏହି ଗରିବଟି ନିକଟରେ ଯାହା ଥିଲା, ସେ ସବୁତକ ଦାନ ସ୍ୱରୂପ ଦେଇ ଦେଇଛି। ତା’ର ଚଳିବା ପାଇଁ ସେତିକି ମାତ୍ର ସମ୍ବଳ ଥିଲା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”
Odia IRV 2017 (ଓଡିଆ ବାଇବେଲ)
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହି ସବୁ ପକାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಸಗ್ಳ್ಯಾನಿ ಅಪ್ನಾಚ್ಯಾ ಸಾವ್ಕಾರ್ಕಿತ್ ಫಿರೆಹೊವ್ನ್ ಹುರಲ್ಲೆ ಉಲ್ಲೆಸೆ ಘಾಟ್ಲ್ಯಾನಿ, ಖರೆ ಹ್ಯಾ ಗರಿಬ್ ಬಾಯ್ಕೊಮನ್ಸಿನ್ ಅಪ್ನಾಕ್ಡೆ ಅಪ್ನಾಚ್ಯಾ ಜಿವನಾ ಸಾಟ್ನಿ ಮನುನ್ ಹೊತ್ತೆ ದೊನುಚ್ ದೊನ್ ಪೈಸೆಬಿ ಅಪ್ನಾಕ್ ಥವ್ನ್ ಘೆಯ್ನಸ್ತಾನಾ ಘಾಟ್ಲಿನ್.” ಮಟ್ಲ್ಯಾನ್.