Mark 12:5 — Compare Translations

7 translations compared side by side

Odia - 1840
"ତା'ପରେ ସେ ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଚାକରଟିକୁ ଜୀବନ ରେ ମାରି ଦେଲେ। ସେ ଲୋକଟି ଆଉ ଅଧିକ ଚାକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତକଙ୍କେୁ ପିଟିଲେ ଓ ଅନ୍ୟ କେତଙ୍କେୁ ଜୀବନ ରେ ମାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ । ସେଥିରେ ସେ ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ମାଲିକ ଯେଉଁ ଦାସକୁ ପଠାଇଲେ, ତାକୁ ଚାଷୀମାନେ ଜୀବନରେ ମାରି ପକାଇଲେ। ମାଲିକ ପକ୍ଷରୁ ଅନ୍ୟ ଯେଉଁମାନେ ଆସିଲେ, ଚାଷୀମାନେ ସେମାନଙ୍କ ପ୍ରତି ମଧ୍ୟ ସେହିପରି ଆଚରଣ କଲେ। କେତେକଙ୍କୁ ପ୍ରହାର କଲେ ଓ ଅନ୍ୟମାନଙ୍କୁ ହତ୍ୟା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଆଉ ଜଣେ ଗ୍ଭକରକୁ ପଠାଇଲା। କୃଷକମାନେ ଏହି ଗ୍ଭକରଟିକୁ ଜୀବନରେ ମାରିଦେଲେ। ସେ ଲୋକଟି ଆଉ ଅଧିକ ଗ୍ଭକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତେକଙ୍କୁ ପିଟିଲେ ଓ ଅନ୍ୟ କେତେଙ୍କୁ ଜୀବନରେ ମାରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ। ସେଥିରେ ସେହି ବ୍ୟକ୍ତି ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಸಾವ್ಕಾರಾನ್ ಅನಿ ಎಕ್ ಸೆವಕಾಕ್ ಧಾಡುನ್ ದಿಲ್ಯಾನ್ ತ್ಯಾ ಸೆವಕಾಕ್ ಧರುನ್ ಜಿವಾನಿಚ್ ಮಾರುನ್ ಟಾಕ್ಲ್ಯಾನಿ. ಅಸೆಚ್ ತೆನಿ ಥೊಡ್ಯಾಕ್ನಿ ಮಾರ್ ಘಾಟ್ಲ್ಯಾನಿ, ಅನಿ ಥೊಡ್ಯಾಕ್ನಿ ಜಿವಾನಿಚ್ ಮಾರ್‍ಲ್ಯಾನಿ.