Mark 12:9 — Compare Translations
7 translations compared side by side
Odia - 1840
"ଏବେ ଦ୍ରାକ୍ଷାକ୍ଷେତ୍ର ମାଲିକ କ'ଣ କରିବ? ସେ ଆସି ସହେି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦଇଦେବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପଚାରିଲେ, “କହିଲ ଦେଖି, ଏହା ପରେ ସେହି ଦ୍ରାକ୍ଷାକ୍ଷେତର ମାଲିକ କ’ଣ କରିଥିବେ? ସେ ଆସି ନିଶ୍ଚୟ ସେହି ଚାଷୀମାନଙ୍କୁ ଜୀବନରେ ମାରି ପକାଇ କ୍ଷେତଟିକୁ ଅନ୍ୟ ଚାଷୀମାନଙ୍କୁ ଦେଇଥିବେ।
Odia Bible ERV 2004 (ପବିତ୍ର ବାଇବଲ)
“ଏବେ ଦ୍ରାକ୍ଷାକ୍ଷେତ୍ରର ମାଲିକ କ’ଣ କରିବ? ସେ ଆସି ସେହି କୃଷକମାନଙ୍କୁ ମାରି ପକାଇବ ଓ ଦ୍ରାକ୍ଷାକ୍ଷେତ୍ରକୁ ଅନ୍ୟ କୃଷକମାନଙ୍କୁ ଦେଇଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ।
Odia IRV 2017 (ଓଡିଆ ବାଇବେଲ)
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କ'ଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಸೆಹೊಲ್ಲ್ಯಾತನ್ನಾ, ತೊ ದರಾಕ್ಷಿಚ್ಯಾ ಮಳ್ಯಾಚೊ ಸಾವ್ಕಾರ್ ಯೆವ್ನ್ ಕಾಯ್ ಕರಿಲ್ ಮನುನ್ ತುಮಿ ಮನ್ತ್ಯಾಶಿ?” ಮನುನ್ ಇಚಾರ್ಲ್ಯಾನ್, ತೊ ಸಾವ್ಕಾರ್ ಯೆತಾ ಅನಿ ತ್ಯಾ ಮಾನ್ಸಾಕ್ನಿ ಜಿವಾನಿ ಮಾರುನ್ ತೊ ಮಳೊ ದುಸ್ರ್ಯಾಕ್ನಿ ಗುತ್ಕ್ಯಾಕ್ ದಿತಾ.