Mark 13:1 — Compare Translations

7 translations compared side by side

Odia - 1840
"ଯୀଶୁ ମନ୍ଦିର ମଧ୍ଯରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ଯ ତାହାଙ୍କୁ କହିଲା, ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡିକ ଓ ତାର ବିଶାଳ ପଥରଗୁଡିକ କେତେ ସୁନ୍ଦର ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମନ୍ଦିରରୁ ବାହାରି ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଯୀଶୁ ମନ୍ଦିରରୁ ବାହାରି ଚାଲି ଯାଉଥିବାବେଳେ ତାଙ୍କର ଜଣେ ଶିଷ୍ୟ କହିଲେ, “ଗୁରୁ! ଦେଖନ୍ତୁ, ମନ୍ଦିର ଗୃହ ଓ ତା’ର ପଥର ସବୁ କେଡ଼େ ଚମକ୍ରାର।”
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦିର ଧ୍ୱଂସ ସମ୍ପର୍କରେ ଯୀଶୁଙ୍କ ଭବିଷ୍ୟ‌ଦ୍‌ବାଣୀ ଯୀଶୁ ମନ୍ଦିର ମଧ୍ୟରୁ ବାହାରି ଯାଉଥିବା ସମୟରେ ତାହାଙ୍କର ଜଣେ ଶିଷ୍ୟ ତାହାଙ୍କୁ କହିଲା, “ଗୁରୁ, ଦେଖନ୍ତୁ, ଏ ମନ୍ଦିରର ସୁନ୍ଦର ଭବନଗୁଡ଼ିକ ଓ ତା’ର ବିଶାଳ ପଥରଗୁଡ଼ିକ କେତେ ସୁନ୍ଦର ହୋଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ମନ୍ଦିରରୁ ବାହାରିଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, କିପରି ପ୍ରସ୍ତର ଓ କିପରି ପ୍ରାସାଦ!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ದೆವಾಚ್ಯಾ ಗುಡಿತ್ನಾ ಬಾಯ್ರ್ ಯೆತಾನಾ, ತೆಚ್ಯಾ ಶಿಸಾನಿತ್ಲೊ ಎಕ್ಲೊ “ಗುರುಜಿ! ಅಬಕ್, ಕವ್ಡೆ ಬರೆ ಗುಂಡೆ ಅನಿ ಭಾಂದಾಪ್”, ಮಟ್ಲ್ಯಾನ್.