Mark 13:10 — Compare Translations

7 translations compared side by side

Odia - 1840
"କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠା ରେ ସୁସମାଚାର ପ୍ରକାଶ୍ଯ ରେ ପ୍ରଚାରିତ କରା ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ସେ ଯାହା ହେଉନା କାହିଁକି, ଅନ୍ତିମକାଳ ଆସିବା ପୂର୍ବରୁ ସବୁ ଜାତିର ଲୋକଙ୍କ ନିକଟରେ ଏହି ସୁସମାଚାର ନିଶ୍ଚିତ ଭାବରେ ପ୍ରଚାରିତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ସବୁ ଜାତିର ଲୋକଙ୍କଠାରେ ସୁସମାଗ୍ଭର ପ୍ରକାଶ୍ୟରେ ପ୍ରଗ୍ଭରିତ କରାହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସମସ୍ତ ଜାତି ନିକଟରେ ସୁସମାଚାର ପ୍ରଥମରେ ଅବଶ୍ୟ ଘୋଷଣା କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಂತ್ಕಾಲ್ ಯೆವ್ಚ್ಯಾ ಅದ್ದಿ ತುಮಿ ಸಗ್ಳ್ಯಾ ದೆಸಾನಿತ್ಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಬರಿ ಖಬರ್ ಸಾಂಗುಕುಚ್ ಪಾಜೆ.