Mark 13:12 — Compare Translations
7 translations compared side by side
Odia - 1840
"ଭାଇ, ଭାଇକୁ ମରଣ ମୁହଁକୁ ଠଲେି ଦବେ। ବାପା ତା' ସନ୍ତାନକୁ ମରିବା ପାଇଁ ଦଇେ ଦବେ। ପିଲାମାନେ ବାପାମାଆଙ୍କ ବିରୁଦ୍ଧ ରେ ଠିଆ ହବେେ ଓ ସମାନଙ୍କେୁ ମାରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସମୟରେ ଲୋକେ ନିଜ ଭାଇମାନଙ୍କୁ ପ୍ରାଣଦଣ୍ଡ ପାଇବାକୁ ସର୍ମପଣ କରିବେ। ବାପାମାନେ ନିଜ ପିଲାମାନଙ୍କ ପ୍ରତି ସେହିପରି କରିବେ। ପିଲାମାନେ ନିଜ ପିତାମାତାଙ୍କ ବିଷୟରେ ଉଠି ସେମାନଙ୍କୁ ହତ୍ୟା କରାଇବେ।
Odia Bible ERV 2004 (ପବିତ୍ର ବାଇବଲ)
“ଭାଇ, ଭାଇକୁ ମରଣ ମୁଖକୁ ଠେଲି ଦେବ। ବାପା ତା’ ସନ୍ତାନକୁ ମରିବା ପାଇଁ ଦେଇ ଦେବ। ପିଲାମାନେ ବାପାମାଙ୍କ ବିରୁଦ୍ଧରେ ଠିଆ ହେବେ ଓ ସେମାନଙ୍କୁ ମାରି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
Odia IRV 2017 (ଓଡିଆ ବାଇବେଲ)
ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ; ପୁଣି, ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಲೊಕಾ ಅಪ್ನಾಚ್ಯಾ ಸ್ವಂತ್ ಭಾವಾಕ್ ಜಿವಾನಿ ಮಾರುಕ್ ಧರುನ್ ದಿತ್ಯಾತ್. ಅನಿ ಬಾಬಾ ಅಪ್ನಾಚ್ಯಾ ಪೊರಾಕ್ನಿ, ಪೊರಾ ಅಪ್ನಾಚ್ಯಾ ಬಾಬಾಂಚ್ಯಾ ವಿರೊದ್ ಜಾವ್ನ್ ತೆಂಕಾ ಜಿವಾನಿ ಮಾರುಕ್ ಲಾವ್ತ್ಯಾತ್.