Mark 13:17 — Compare Translations
7 translations compared side by side
Odia - 1840
"ସହେି ସମୟ ଗର୍ଭବତୀ ମହିଳା ଓ କୋଳ ରେ େଛାଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଳେଶର ପାତ୍ର!
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଗର୍ଭବତୀ ସ୍ତ୍ରୀମାନଙ୍କର ଓ କୋଳରେ ଶିଶୁ ଧରିଥିବା ମାଆମାନଙ୍କର କି ଦୁର୍ଦ୍ଦଶା ନ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ସମୟ ଗର୍ଭବତୀ ମହିଳା ଓ କୋଳରେ ଛୋଟ ପିଲାଥିବା ମହିଳାମାନଙ୍କ ପାଇଁ ବହୁତ ଶୋଚନୀୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ, ହାୟ, ସେମାନେ କ୍ଲେଶର ପାତ୍ର!
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ದಿಸಾನಿ ಬಾಯ್ಕಾಮನ್ಸಾಕ್ನಿ ಎವ್ಡೊ ಭಯಂಕರ್ ಎಳ್ ಮಟ್ಲ್ಯಾರ್,ಗರ್ವಾರ್ ಹೊತ್ತ್ಯಾ ಅನಿ ದುದ್ ಫಿತಲಿ ಪೊರಾ ಹೊತ್ತ್ಯಾ ಬಾಯ್ಕಾಕ್ನಿ ತರ್ ಲೈ ತರಾಸ್.