Mark 13:18 — Compare Translations
7 translations compared side by side
Odia - 1840
"ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନ ରେ ନହୁଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱରଙ୍କୁ ପ୍ରାର୍ଥନା କର, ଏହି ଘଟଣାଗୁଡ଼ିକ ଯେପରି ଶୀତ ଦିନେ ନ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରାର୍ଥନା କର, ଯେପରି ଏ ସବୁ ଶୀତ ଦିନରେ ନ ହୁଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଏହା ଯେପରି ଶୀତକାଳରେ ନ ଘଟେ, ଏଥିପାଇଁ ପ୍ରାର୍ଥନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಪಾವ್ಸ್ ಅನಿ ಥಂಡ್ ಅಸಲ್ಲ್ಯಾ ದಿಸಾತ್ನಿ ಹೊವ್ಚೆ ನ್ಹಯ್ ಮನುನ್ ಮಾಗ್ನಿ ಕರಾ.