Mark 13:19 — Compare Translations
7 translations compared side by side
Odia - 1840
"କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେହି କାଳରେ ଏପରି କ୍ଳେଶ ଘଟିବ ଯେ, ଈଶ୍ଵରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେପରି ଘଟି ନାହିଁ, ପୁଣି କେବେ ହେଁ ଘଟିବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ଦୁର୍ଦ୍ଦିନରେ ଦୁଃଖକଷ୍ଟ ସବୁ ସୃଷ୍ଟିର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟିଯାଇଥିବା ସମସ୍ତ କ୍ଲେଶରୁ ଅଧିକ ଭୟଙ୍କର ହେବ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେହି ଦିନ ଗୁଡ଼ିକ ବିପଦରେ ପରିପୂର୍ଣ୍ଣ ରହିବ। ସେତେବେଳେ ଏତେ ବଡ଼ ବିପଦ ମାଡ଼ି ଆସିବ ଯେ, ସେଭଳି ବଡ଼ ବିପଦ ପରମେଶ୍ୱରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ଯ୍ୟନ୍ତ କେବେ ଆସି ନାହିଁ କି ଭବିଷ୍ୟତରେ କେବେ ଆସିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ବରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಮಟ್ಲ್ಯಾರ್ ಹ್ಯಾ ದಿಸಾತ್ನಿ ಹೊತಲೊ ಸಂಕಟ್ ಎವ್ಡೊ ಭಯಂಕರ್ ಮಟ್ಲ್ಯಾರ್, ದೆವಾನ್ ಹಿ ಸಗ್ಳಿ ದುನಿಯಾ ರಚಲ್ಲ್ಯಾಕ್ನಾ ಆಜ್ ಪತರ್ ತಸ್ಲೊ ಸಂಕಟ್ ಹ್ಯಾ ದುನಿಯಾನ್ ಬಗುಕ್ನಾ ಅನಿ ಫಿಡೆ ಕನ್ನಾಚ್ ಅಸ್ಲೊ ಸಂಕಟಾಚೊ ಎಳ್ ಯೆಯ್ನಾ.