Mark 13:2 — Compare Translations
7 translations compared side by side
Odia - 1840
"ଯୀଶୁ କହିଲେ, ତୁମ୍ଭେ ଏହି ବିଶାଳ ଭବନଗୁଡୁକ ଦେଖୁଛ? ଏହି ସମସ୍ତ ଭବନ ଧ୍ବସଂ ପାଇୟିବ। ସବୁତକ ପଥର ଭୂମି ଉପରେ ଓଜାଡି ହାଇେ ପଡିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ତାଙ୍କୁ କହିଲେ, ତୁମ୍ଭେ କଅଣ ଏହିସମସ୍ତ ବୃହତ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଇ କହିଲେ, “ଆଜି ଏହି ବୃହତ୍ ଅଟ୍ଟାଳିକାକୁ ଦେଖୁଛ? ତାହାର ଗୋଟିଏ ହେଲେ ପଥର ନିଜ ସ୍ଥାନରେ ରହିବ ନାହିଁ। ତାହା ସମ୍ପୂର୍ଣ୍ଣ ଭୂମିସାତ୍ ହେବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତୁମ୍ଭେ ଏହି ବିଶାଳ ଭବନଗୁଡ଼ିକ ଦେଖୁଛ? ଏହି ସମସ୍ତ ଭବନ ଧ୍ୱଂସ ପାଇଯିବ। ସବୁତକ ପଥର ଭୂମି ଉପରେ ଓଜାଡ଼ି ହୋଇ ପଡ଼ିବ। ଗୋଟିଏ ହେଲେ ପଥର ଅନ୍ୟ ପଥର ଉପରେ ରହି ପାରିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ କଅଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ତାହାଙ୍କୁ କହିଲେ, ତୁମ୍ଭେ କ'ଣ ଏହି ସମସ୍ତ ବୃହତ୍ ପ୍ରାସାଦ ଦେଖୁଅଛ? ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ “ತುಮಿ ಎವ್ಡಿ ಬರಿ ಭಾಂದ್ಪಾ ಬಗುಲ್ಯಾಸಿ ಕಿ? ಹೆ ಸಗ್ಳೆ ನಾಸ್ ಹೊವ್ನ್ ಜಾತಾ, ಎಕ್ ಗುಂಡ್ಯಾ ವರ್ತಿ ಅನಿ ಎಕ್ ಗುಂಡೊ ರ್ಹಾನಾಸ್ತಾನಾ ಹರ್ ಎಕ್ ಗುಂಡೊ ಜಮ್ನಿಕ್ ಕೊಸ್ಳುನ್ ಘಾಲ್ತ್ಯಾತ್” ಮಟ್ಲ್ಯಾನ್.