Mark 13:20 — Compare Translations

7 translations compared side by side

Odia - 1840
"ସହେି ଭୟଙ୍କର ସମୟକୁ କମଇେ ଦବୋ ପାଇଁ ପରମେଶ୍ବର ସ୍ଥିର କରିଛନ୍ତି। ଯଦି ସହେି ସମୟ କମଇେ ଦିଆ ନ ୟିବ, ତବେେ କହେି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ବର ଯେଉଁମାନଙ୍କୁ ବାଛିଛନ୍ତି, କବଳେ ସହେିମାନଙ୍କ ପାଇଁ ସହେି ସମୟ କମଇେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପ୍ରଭୁ ସେହି ସମୟ ଯେବେ ଊଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ଉକ୍ତ ସମୟ ଊଣା କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ପ୍ରଭୁ ସେହି ଦୁର୍ଦ୍ଦିନର ସମୟକୁ ହ୍ରାସ କରି ଦେଇଛନ୍ତି। ତା’ ନ ହୋଇଥିଲେ, ସେଥିରୁ କେହି ରକ୍ଷା ପାଇ ପାରିବେ ନାହିଁ। ତାଙ୍କର ମନୋନୀତ ଲୋକମାନଙ୍କ ଲାଗି ସେହି ସମୟକୁ ସୀମିତ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଭୟଙ୍କର ସମୟକୁ କମେଇ ଦେବା ପାଇଁ ପରମେଶ୍ୱର ସ୍ଥିର କରିଛନ୍ତି। ଯଦି ସେହି ସମୟ କମେଇ ଦିଆ ନ ଯିବ, ତେବେ କେହି ବଞ୍ଚି ରହି ପାରିବେ ନାହିଁ। କିନ୍ତୁ ପରମେଶ୍ୱର ଯେଉଁମାନଙ୍କୁ ବାଛିଛନ୍ତି, କେବଳ ସେହିମାନଙ୍କ ପାଇଁ ସେହି ସମୟ କମେଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମନୁଷ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ପ୍ରଭୁ ସେହି ସମୟ ଯେବେ ଉଣା କରି ନ ଥାଆନ୍ତେ, ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ; ମାତ୍ର ସେ ଯେଉଁମାନଙ୍କୁ ମନୋନୀତ କରିଅଛନ୍ତି, ସେହି ମନୋନୀତ ଲୋକଙ୍କ ନିମନ୍ତେ ସେହି ସମୟ ଊଣା କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಹಿ ಸಂಕಟಾಚಿ ದಿಸಾ ಕಮಿ ಕರಿನಸ್ಲ್ಯಾರ್,ಎಕ್ಲೊಬಿ ಮಾನುಸ್ ಬಚಾವ್ ಹೊವ್ಕ್ ಸಾದ್ಯ್ ನತ್ತೆ, ಖರೆ ದೆವಾನ್ ಅಪ್ನಿ ಯೆಚುನ್ ಕಾಡಲ್ಲ್ಯಾ ಲೊಕಾಂಚ್ಯಾ ಸಾಟ್ನಿ ತಿ ದಿಸಾ ಕಮಿ ಕರ್‍ಲ್ಯಾನಾಯ್.