Mark 13:22 — Compare Translations

7 translations compared side by side

Odia - 1840
"ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ଯଦ୍ବକ୍ତାମାନେ ଦଖାେ ଦବେେ ସମାନେେ ଅଦ୍ଭୁତ କାମ ଓ ଆଶ୍ଚର୍ୟ୍ଯକାର୍ୟ୍ଯ କରିବେ। ସମ୍ଭବ ହେଲେ, ପରମେଶ୍ବର ବାଛିଥିବା ଲୋକମାନଙ୍କୁ ସମାନେେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭଣ୍ତ ଖ୍ରୀଷ୍ଟମାନେ ଓ ଭଣ୍ତ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶଠ ମସୀହ ଓ ଶଠ ଭାବବାଦୀମାନେ ଦେଖାଦେବେ। ସମ୍ଭବ ହେଲେ ଈଶ୍ୱରଙ୍କ ମନୋନୀତ ଲୋକମାନଙ୍କୁ ମଧ୍ୟ ଠକିବା ପାଇଁ ସେମାନେ ଅଲୌକିକ କାର୍ଯ୍ୟ କରିବେ ଓ ଅଦ୍ଭୁତ ସଙ୍କେତ ସବୁ ଦେଖାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ଭଣ୍ଡ ଖ୍ରୀଷ୍ଟ ଓ ଭଣ୍ଡ ଭବିଷ୍ୟ‌ଦ୍‌ବକ୍ତାମାନେ ଦେଖାଦେବେ ସେମାନେ ଅ‌ଦ୍‌ଭୂତ କାମ ଓ ଆଶ୍ଚର୍ଯ୍ୟକାର୍ଯ୍ୟ କରିବେ। ସମ୍ଭବ ହେଲେ, ପରମେଶ୍ୱର ବାଛିଥିବା ଲୋକମାନଙ୍କୁ ସେମାନେ ପ୍ରତାରଣା କରିବା ପାଇଁ ଚେଷ୍ଟା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಸೆ ಮನುನ್ ಝುಟೆ ಕ್ರಿಸ್ತ್ ಅನಿ ಝುಟೆ ಪ್ರವಾದಿ ಯೆತ್ಯಾತ್ ಅನಿ ಮೊಟಿ-ಮೊಟಿ ಕಾಮಾ ಅನಿ ಅಜಾಪ್ ಹೊತಲಿ ಕಾಮಾಬಿ ಕರುನ್ ದಾಕ್ವುತ್ಯಾತ್.ಅನಿ ಸಾದ್ಯ್ ಹೊಲ್ಯಾರ್ ದೆವಾನ್ ಎಚುನ್ ಕಾಡಲ್ಲ್ಯಾ ಲೊಕಾಕ್ನಿ ಮೊಸ್ ಕರ್‍ತ್ಯಾತ್.