Mark 13:23 — Compare Translations
7 translations compared side by side
Odia - 1840
"ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ସାବଧାନ ରୁହ। ଏ ସମସ୍ତ ଘଟିବା ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଜଣାଇ ଦେଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ଯଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚେତେଇ ଦେଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ସାବଧାନ ହୋଇଥାଅ; ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇଲି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮಿ ಉಶಾರ್ಕಿನ್ ರ್ಹಾವಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಹೆ ಸಗ್ಳೆ ಹೊವ್ಚ್ಯಾ ಅದ್ದಿಚ್ ಮಿಯಾ ತುಮ್ಕಾ ಯೆತಲ್ಯಾ ಹ್ಯಾ ಕಾಲಾಚ್ಯಾ ವಿಶಯಾತ್ ಸಾಂಗ್ಲಾ”.