Mark 13:24 — Compare Translations
7 translations compared side by side
Odia - 1840
" ସହେି ଦିନମାନଙ୍କ ରେ ଏହି ବଡ ବିପଦର ସମୟ ଚାଲି ଗଲାପରେ"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ସମୟରେ ସେହି କ୍ଳେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ଦୁର୍ଦ୍ଦିଗ ଆସିବା ପରେ ସୂର୍ଯ୍ୟ ଅନ୍ଧକାରମୟ ହେବ, ଚନ୍ଦ୍ର ଆଲୋକଶୂନ୍ୟ ହୋଇଯିବ,
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଦିନମାନଙ୍କରେ ଏହି ବଡ଼ ବିପଦର ସମୟ ଗ୍ଭଲି ଗଲାପରେ ‘ସୂର୍ଯ୍ୟ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଯିବ, ଚନ୍ଦ୍ର ତା’ର ଆଲୋକ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ‘ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ସମୟରେ ସେହି କ୍ଲେଶ ଉତ୍ତାରେ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಹಿ ಸಂಕಟಾಚಿ ದಿಸಾ ಸರಲ್ಲ್ಯಾ ತನ್ನಾ, ಸೂರ್ಯಾ ಕಾಳೊ ಹೊತಾ,ಅನಿ ಚಂದ್ರಾಮ್ ಉಜ್ವೊಡ್ ದಿ ನಾ”.