Mark 13:25 — Compare Translations

7 translations compared side by side

Odia - 1840
"ଆକାଶରୁ ତାରାମାନେ ଖସି ପଡିବେ, ଆକାଶ ରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡିକ ଦୋହଲି ୟିବ।' ୟିଶାଇୟ 13:10;34:4"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ନକ୍ଷତ୍ରମାଳା ଆକାଶରୁ ସ୍ଖଳିତ ହେବାକୁ ଲାଗିବେ ଓ ଆକାଶମଣ୍ତଳସ୍ଥ ଶକ୍ତି ସମୂହ ବିଚଳିତ ହେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନକ୍ଷତ୍ରମାନେ ଆକାଶରୁ ଖସ ପଡ଼ିବେ ଏବଂ ମହାଶୂନ୍ୟର ଗ୍ରହ ଉପଗ୍ରହ କକ୍ଷଚ୍ୟୁତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶରୁ ତାରାମାନେ ଖସି ପଡ଼ିବେ, ଆକାଶରେ ନକ୍ଷତ୍ର ମଣ୍ଡଳର ମହାଶକ୍ତିଗୁଡ଼ିକ ଦୋହଲି ଯିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ନକ୍ଷତ୍ରମାଳା ଆକାଶରୁ ଖସି ପଡ଼ିବାକୁ ଲାଗିବେ ଓ ଆକାଶମଣ୍ଡଳସ୍ଥ ଶକ୍ତିସମୂହ ବିଚଳିତ ହେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಚಿಕ್ಕಿಯಾ ಮಳ್ಬಾತ್ನಾ ಖಾಲ್ತಿ ಪಡ್ತ್ಯಾತ್, ಅನಿ ಮಳ್ಬಾ ವೈಲ್ಯಾ ಸಗ್ಳ್ಯಾ ತಾಕ್ತಿಯಾ ಕಾಪ್ತ್ಯಾತ್”.