Mark 13:27 — Compare Translations

7 translations compared side by side

Odia - 1840
"ମନୁଷ୍ଯପୁତ୍ର ପୃଥବୀର ଚାରି ଆଡକୁ ତାହାଙ୍କ ସ୍ବର୍ଗ ଦୂତମାନଙ୍କୁ ପଠାଇବେ। ସମାନେେ ତାହାଙ୍କ ଦ୍ବାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରେତ୍ୟକକ ସ୍ଥାନରୁ ଆଣି ଏକାଠି କରାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାଙ୍କର ମନୋନୀତ ଲୋକମାନଙ୍କୁ ଜଗତର ଏକ ପ୍ରାନ୍ତରୁ ଅନ୍ୟ ପ୍ରାନ୍ତ ଯାଏ ଖୋଜି ସଂଗ୍ରହ କରିବା ପାଇଁ ସେ ତାଙ୍କ ସ୍ୱର୍ଗଦୂତମାନଙ୍କୁ ଚତୁର୍ଦ୍ଦିଗ ପଠାଇବେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ପୃଥିବୀର ଗ୍ଭରି ଆଡ଼କୁ ତାହାଙ୍କ ସ୍ୱର୍ଗ ଦୂତମାନଙ୍କୁ ପଠାଇବେ। ସେମାନେ ତାହାଙ୍କ ଦ୍ୱାରା ବଛା ଯାଇଥିବା ଲୋକଙ୍କୁ ପୃଥିବୀର ପ୍ରତ୍ୟେକ ସ୍ଥାନରୁ ଆଣି ଏକାଠି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।”
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ସେ ଦୂତମାନଙ୍କୁ ପ୍ରେରଣ କରି ପୃଥିବୀର ଶେଷ ସୀମାରୁ ଆକାଶର ଶେଷ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ଆପଣା ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಮಾನ್ಸಾಚೊ ಲೆಕ್ ಅಪ್ನಾಚ್ಯಾ ದುತಾಕ್ನಿ ಧಾಡುನ್ ಅಪ್ನಿ ಯೆಚುನ್ ಘೆಟಲ್ಲ್ಯಾ ಲೊಕಾಕ್ನಿ ದುನಿಯಾಚ್ಯಾ ಸಗ್ಳ್ಯಾ ಭಾಗಾನಿತ್ನಾ ಅನಿ ಸರ್‍ಗಾಚ್ಯಾ ಸಗ್ಳ್ಯಾ ಭಾಗಾನಿತ್ನಾ ಗೊಳಾ ಕರುಕ್ ಲಾವ್ತಾ.