Mark 13:28 — Compare Translations
7 translations compared side by side
Odia - 1840
"ଡିମ୍ବିରି ଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତବେେଳେ ଡିମ୍ବିରି ଗଛର ଡାଳ ଗୁଡିକ ଶାଗୁଆ ଓ ନରମ ପଡିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତବେେଳେ ତୁମ୍ଭମାନେେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖଇେ ଗଲାଣି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଡିମିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
“ଡ଼ିମିରି ଗଛରୁ ଶିକ୍ଷା ଗ୍ରହଣ କର। ଯେତେବେଳେ ତା’ର କୋମଳ ଶାଖାପ୍ରାଶାଖାରୁ ନୂଆ ପତ୍ର ବାହାରେ, ଗ୍ରୀଷ୍ମଋତୁ ଆସନ୍ନ ବୋଲି ତୁମ୍ଭେମାନେ ଜାଣିପାର।
Odia Bible ERV 2004 (ପବିତ୍ର ବାଇବଲ)
“ଡିମ୍ବିରିଗଛ ଆମ୍ଭକୁ ଗୋଟିଏ ଶିକ୍ଷା ଦିଏ। ଯେତେବେଳେ ଡିମ୍ବିରିଗଛର ଡାଳଗୁଡ଼ିକ ଶାଗୁଆ ଓ ନରମ ପଡ଼ିଯାଏ ଏବଂ ନୂଆ ପତ୍ର କଅଁଳିବାକୁ ଆରମ୍ଭ କରେ, ସେତେବେଳେ ତୁମ୍ଭେମାନେ ଜାଣି ପାର ଯେ ଗ୍ରୀଷ୍ମଋତୁ ପାଖେଇ ଗଲାଣି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଡିମ୍ବିରିବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
Odia IRV 2017 (ଓଡିଆ ବାଇବେଲ)
ଡିମ୍ବିରି ବୃକ୍ଷରୁ ଦୃଷ୍ଟାନ୍ତ ଶିକ୍ଷା କର; ଯେତେବେଳେ ତାହାର ଶାଖା ସରସ ହୋଇ ପଲ୍ଲବିତ ହୁଏ, ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಂಜುರಾಚ್ಯಾ ಝಾಡಾ ವೈನಾ ಎಕ್ ಪಾಟ್ ಶಿಕಾ. ಹ್ಯಾ ಝಾಡಾಚ್ಯಾ ಟಾಳಿಯಾ ಹಿರ್ವ್ಯಾ ಸರ್ಕ್ಯಾ ಹೊವ್ನ್, ಮ್ಹವ್ ಹೊಲ್ಲ್ಯಾ ತನ್ನಾ ಅನಿ ಪಾನಾ ಚಿಗರುಕ್ ಚಾಲು ಹೊಲ್ಲ್ಯಾ ತನ್ನಾ ನಿಂಬ್ರಾಚಿ ದಿಸಾ ಜಗ್ಗೊಳ್ ಯೆಲಿ ಮನುನ್ ತುಮಿ ಕಳ್ವುನ್ಘೆತ್ಯಾಸಿ.