Mark 13:30 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଏହି ପିଢୀର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନେରଖ, ବର୍ତ୍ତମାନ ଯେଉଁମାନେ ଜୀବିତ ଅଛନ୍ତି, ସେମାନଙ୍କ ମୃତ୍ୟୁ ପୂର୍ବରୁ ଏହିସବୁ ବିଷୟ ଘଟିବ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି। ଏହି ପିଢ଼ିର ଲୋକେ ବଞ୍ଚିଥିବା ସମୟରେ ହିଁ ଏସବୁ ଘଟଣା ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପିଢ଼ି କୌଣସି ପ୍ରକାରେ ଲୋପ ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୀଢି କୌଣସି ପ୍ରକାରେ ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಯಾದ್ ಥವ್ನ್ ಘೆವಾ! ಹ್ಯಾ ಕಾಲಾತ್ಲಿ ಉಲ್ಲಿ ಲೊಕಾ ಝಿತ್ತಿ ರ್ಹಾತಾನಾಚ್ ಹ್ಯಾ ಸಗ್ಳ್ಯಾ ಸಂಗ್ತಿಯಾ ಹೊತ್ಯಾತ್. ಮನುನ್ ಮಿಯಾ ಖರೆಚ್ ಸಾಂಗ್ತಾ,