Mark 13:31 — Compare Translations
7 translations compared side by side
Odia - 1840
"ପୃଥିବୀ ଓ ଆକାଶ ନଷ୍ଟ ହାଇଯେିବ, କିନ୍ତୁ ମାେ କହିଥିବା ବାକ୍ଯ କବେେ ହେଲେ ନଷ୍ଟ ହବେନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ ଲୋପ ପାଇବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗ ଓ ପୃଥିବୀର ବିଲୋପ ହେବ, କିନ୍ତୁ ମୋ’ କଥା କେବେ ଲୋପ ପାଇବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଓ ଆକାଶ ନଷ୍ଟ ହୋଇଯିବ, କିନ୍ତୁ ମୋ’ କହିଥିବା ବାକ୍ୟ କେବେ ହେଲେ ନଷ୍ଟ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಮಿನ್ ಅನಿ ಮಳಬ್ ನಾಸ್ ಹೊವ್ನ್ ಜಾಯ್ಲ್, ಖರೆ ಮಿಯಾ ಸಾಂಗಲ್ಲ್ಯಾ ಗೊಸ್ಟಿಯಾ ನಾಸ್ ಹೊಯ್ನ್ಯಾತ್.”