Mark 13:32 — Compare Translations

7 translations compared side by side

Odia - 1840
"ସହେି ଦିନ ବା ସହେି ସମୟ ବିଷୟ ରେ କାହାରିକୁ କିଛି ଜଣାନାହିଁ। ସ୍ବର୍ଗଦୂତ ବା ମନୁଷ୍ଯପୁତ୍ର କହେି କିଛି ଜାଣନ୍ତି ନାହିଁ। କବଳେ ଏକଥା ପରମପିତା ପରମେଶ୍ବର ଜାଣନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ଦିନ କି ଦଣ୍ତ ବିଷୟ କେହି ଜାଣନ୍ତି ନାହିଁ, ସ୍ଵର୍ଗସ୍ଥ ଦୂତମାନେ କିମ୍ଵା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ସେହି ଦିନ, ସେହି ମୁହୂର୍ତ୍ତ କେବେ ଆସିବ, କେହି ଜାଣନ୍ତି ନାହିଁ। ସ୍ୱୟଂ ଈଶ୍ୱରଙ୍କ ପୁତ୍ର କିମ୍ବା ସ୍ୱର୍ଗଦୂତମାନେ ମଧ୍ୟ ଏକଥା ଜାଣନ୍ତି ନାହିଁ - କେବଳ ପିତା ଈଶ୍ୱର ହିଁ ଜାଣନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ସେହି ଦିନ ବା ସେହି ସମୟ ବିଷୟରେ କାହାରିକୁ କିଛି ଜଣା ନାହିଁ। ସ୍ୱର୍ଗଦୂତ ବା ମନୁଷ୍ୟପୁତ୍ର କେହି କିଛି ଜାଣନ୍ତି ନାହିଁ। କେବଳ ଏ କଥା ପରମପିତା ପରମେଶ୍ୱର ଜାଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ଦିନ କି ସମୟ ବିଷୟ କେହି ଜାଣନ୍ତି ନାହିଁ, ସ୍ୱର୍ଗସ୍ଥ ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ, କେବଳ ପିତା ଜାଣନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ದಿಸ್ ಹೊಂವ್ದಿ, ಎಳ್ ಹೊಂವ್ದಿ, ಕನ್ನಾ ಯೆತಾ ಮನುನ್ ಸರ್ಗಾತ್ಲ್ಯಾ ದೆವಾಚ್ಯಾ ದುತಾಕ್ನಿ ಹೊಂವ್ದಿ, ಲೆಕಾಕ್ ಹೊಂವ್ದಿ ಗೊತ್ತ್ ನಾ. ಬಾಬಾಕ್ ಎಕ್ಲ್ಯಾಕುಚ್ ಗೊತ್ತ್ ಹಾಯ್.