Mark 13:33 — Compare Translations

7 translations compared side by side

Odia - 1840
"ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସାବଧାନ ହୋଇ ଜାଗିରୁହ, କାରଣ କେତେବେଳେ ସେହି ସମୟ ଆସିବ, ତୁମେ ଜାଣ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସାବଧାନ, ସଦାବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତେବେଳେ ପହଞ୍ଚିବ, ତାହା ତୁମ୍ଭେମାନେ ଜାଣି ନାହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସାବଧାନ ହୋଇଥାଅ, ଜାଗି ରୁହ; କାରଣ ସେ ସମୟ କେବେ ହେବ, ତାହା ତୁମ୍ଭେମାନେ ଜାଣ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕನ್ನಾಬಿ, ರಾಕುನ್ಗೆತ್ “ಉಶಾರ್ಕಿನ್ ರ್‍ಹಾವಾ, ತೊ ಎಳ್ ಕನ್ನಾ ಯೆತಾ ಮನುನ್ ತುಮ್ಕಾ ಗೊತ್ತ್ ನಾ”.