Mark 13:34 — Compare Translations

7 translations compared side by side

Odia - 1840
"ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ଯକ୍ତି କୌଣସି ସ୍ଥାନକୁ ଯାତ୍ରା କଲା ବେଳେ ଚାକରମାନଙ୍କ ଉପରେ ନିଜ ଘରର ଦାଯିତ୍ବ ଛାଡି ଦଇଯୋଏ ଓ ପ୍ରେତ୍ୟକକ ଚାକରକୁ ତାର ନିର୍ଦ୍ଦିଷ୍ଟ କାମ ଦଇେଥାଏ ଏବଂ ଦ୍ବାରପାଳକକୁ ସଦା ବେଳେ ପ୍ରସ୍ତୁତ ହାଇେ ରହିବାକୁ ଅଦେଶ ଦଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ଵାରୀକି ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଲୋକ ଯାତ୍ରା କରିବାକୁ ବାହାରିବାବେଳେ ତା’ ଘରଟି ଦାସମାନଙ୍କ ଦାୟିତ୍ୱରେ ଛାଡ଼ିଦେଇ ଯାଏ। ସେମାନଙ୍କ ମଧ୍ୟରୁ କିଏ କଅଣ କରିବ, ବୁଝାଇ ଦେଇ, ପ୍ରହରୀକୁ ସଜାଗ ରହିବା ପାଇଁ କହିଦେଇ ଯାଏ।
Odia Bible ERV 2004 (ପବିତ୍ର ବାଇବଲ)
“ଏହା ଏହିଭଳି ଘଟଣା, ଯେପରି ଜଣେ ବ୍ୟକ୍ତି କୌଣସି ସ୍ଥାନକୁ ଯାତ୍ରା କଲାବେଳେ ଗ୍ଭକରମାନଙ୍କ ଉପରେ ନିଜ ଘରର ଦାୟିତ୍ୱ ଛାଡ଼ି ଦେଇଯାଏ ଓ ପ୍ରତ୍ୟେକ ଗ୍ଭକରକୁ ତା’ର ନିର୍ଦ୍ଦିଷ୍ଟ କାମ ଦେଇଥାଏ ଏବଂ ଦ୍ୱାରପାଳକକୁ ସଦାବେଳେ ପ୍ରସ୍ତୁତ ହୋଇ ରହିବାକୁ ଆଦେଶ ଦେଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಕಶೆ ಮಟ್ಲ್ಯಾರ್, “ಹೆ ಅಪ್ನಾಚೆ ಘರ್ ಸೊಡುನ್ ಧುರ್‍ಲ್ಯಾ ದೆಸಾಕ್ ಗೆಲ್ಲ್ಯಾ ಎಕ್ ಮಾನ್ಸಾಕ್ ಸಮಾ ಕರುಕ್ ಹೊತಾ. ಅಪ್ನಾಚೆ ಘರ್ ಬಗುನ್ ಘೆವಾ” ಮನುನ್ ಸೆವಕಾಕ್ನಿ ತೆನಿ ಸಾಂಗ್ಲ್ಯಾನ್. ಅನಿ ಹರ್ ಎಕ್ಲ್ಯಾ ಸೆವಕಾಕ್ನಿ ತೆಂಚೆ-ತೆಂಚೆ ಕಾಮ್ ದಿಲ್ಯಾನ್ ಅನಿ ದಾರ್‍ ರಾಕ್ತಲ್ಯಾಕ್ “ತಿಯಾ ಕನ್ನಾಬಿ ಉಶಾರ್ಕಿನ್ ರ್‍ಹಾ” ಮನುನ್ ಸಾಂಗ್ಲ್ಯಾನ್.