Mark 13:36 — Compare Translations

7 translations compared side by side

Odia - 1840
"ସେ ଖୁବ୍ ଶୀଘ୍ର ମଧ୍ଯ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତବେେ ସେ ତୁମ୍ଭକୁ କଦାବି ଶାଇେଥିବା ଅବସ୍ଥା ରେ ଦେଖି ପାରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ କି ଅଧରାତିରେ କି କୁକୁଡ଼ା ଡାକିବା ସମୟରେ କି ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯଦି ହଠାତ୍ ଆସି ପହଞ୍ଚନ୍ତି, ତୁମକୁ ନିଦ୍ରିତାବସ୍ଥାରେ ସେ ନ ଦେଖନ୍ତୁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଖୁବ୍ ଶୀଘ୍ର ମଧ୍ୟ ଆସି ଯାଇ ପାରନ୍ତି। ତୁମ୍ଭେ ଯଦି ସର୍ବଦା ପ୍ରସ୍ତୁତ ଥିବ, ତେବେ ସେ ତୁମ୍ଭକୁ କଦାପି ଶୋଇଥିବା ଅବସ୍ଥାରେ ଦେଖି ପାରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥି ନିମନ୍ତେ ଜାଗ୍ରତ ଥାଅ, କାରଣ ସେ ସନ୍ଧ୍ୟାବେଳେ, କିମ୍ବା ଅଧରାତିରେ, କିମ୍ବା କୁକୁଡ଼ା ଡାକିବା ସମୟରେ, କିମ୍ବା ସକାଳେ, କେତେବେଳେ ଯେ ଆସିବେ, ତାହା ତୁମ୍ଭେମାନେ ଜାଣ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಎಗ್ದಮುಚ್ ಯೆಲೊ ತರ್, ತುಮಿ ತೆಚ್ಯಾ ಇದ್ರಾಕ್ ಜಾಗೆ ಹೊತ್ತ್ಯಾ ಸರ್ಕೆ ದಿಸುಚೆ.