Mark 13:37 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସହେି ଏକା କଥା କହୁଛି ଯେ ସର୍ବଦା ପ୍ରସ୍ତୁତ ରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମକୁ ଯାହା କହୁଛି, ଅନ୍ୟମାନଙ୍କୁ ମଧ୍ୟ ତାହା କହୁଛି - ‘ଜାଗି ରୁହ’।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ଯାହା କହୁଛି, ସମସ୍ତଙ୍କୁ ସେହି ଏକା କଥା କହୁଛି ଯେ, ସର୍ବଦା ପ୍ରସ୍ତୁତ ରୁହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ‘ଜାଗ୍ରତ ଥାଅ।’”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಕಾಯ್ ಸಾಂಗುಚೆ ಮನುನ್ ಹಾಂವ್” ಮಟ್ಲ್ಯಾರ್ ತುಮಿ ಸಗ್ಳೆ ಜಾನಾ ಜಾಗೆ ರ್ಹಾವಾ.