Mark 13:5 — Compare Translations
7 translations compared side by side
Odia - 1840
"ଯୀଶୁ ଶିଷ୍ଯମାନଙ୍କୁ କହିଲେ, ସାବଧାନ! ତୁମ୍ଭକୁ କହେି ଯେପରି ପ୍ରତାରଣା କରି ନପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ସାବଧାନ, କେହି ଯେପରି ତୁମକୁ ପ୍ରତାରଣା ନ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ସାବଧାନ! ତୁମ୍ଭକୁ କେହି ଯେପରି ପ୍ରତାରଣା କରି ନ ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, “ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୀଶୁ ସେମାନଙ୍କୁ କହିବାକୁ ଲାଗିଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಂಕಾ “ಕೊನ್ಬಿ ತುಮ್ಕಾ ಮೊಸ್ ಕರಿನಸಿ ಸರ್ಕೆ ಉಶಾರ್ಕಿನ್ ರ್ಹಾವಾ!”