Mark 13:6 — Compare Translations
7 translations compared side by side
Odia - 1840
"ଅନକେ ଲୋକ ଆସିବେ ଏବଂ ସମାନେେ ମାରେ ନାମ ବ୍ଯବହାର କରିବେ। ସମାନେେ ଦାବି କହିବେ, 'ମୁଁ ସହେି'। ସମାନେେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନେକେ ମୋʼ ନାମରେ ଆସି, ମୁଁ ସେ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନେକେ ମୋ’ ନାମ ନେଇ କହିବେ, ‘ମୁଁ ସେହି’ ଓ ଏହା ଦ୍ୱାରା ସେମାନେ ଅନେକଙ୍କୁ ବିଭ୍ରାନ୍ତ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ଅନେକ ଲୋକ ଆସିବେ ଏବଂ ସେମାନେ ମୋର ନାମ ବ୍ୟବହାର କରିବେ। ସେମାନେ ଦାବି କରିବେ, ‘ମୁଁ ସେହି’। ସେମାନେ ବହୁତ ଲୋକଙ୍କୁ ପ୍ରତାରଣା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ।
Odia IRV 2017 (ଓଡିଆ ବାଇବେଲ)
ଅନେକେ ମୋ ନାମରେ ଆସି, ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಲೈ ಲೊಕಾ ಯೆವ್ನ್ ಮಾಜ್ಯಾ ವಿಶಯಾತ್ ಬೊಲುನ್, “ಮಿಯಾಚ್ ‘ಕ್ರಿಸ್ತ್’ ಮನುನ್ ಸಾಂಗುನ್ ಲೈ ಲೊಕಾಕ್ನಿ ಪಸ್ವುತಾತ್.