Mark 13:7 — Compare Translations
7 translations compared side by side
Odia - 1840
"ତୁମ୍ଭେ ୟୁଦ୍ଧ ବିଷୟ ରେ କିମ୍ବା ୟୁଦ୍ଧ ଚାଲିଥିବା ବିଷୟ ରେ ଉଡା ଖବର ଶୁଣି ଭୟଭୀତ ହାଇେ ୟିବନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହିସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗା; ନୁହେଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିକଟବର୍ତ୍ତୀ ଯୁଦ୍ଧର ଶବ୍ଦ ବା ଦୂରବର୍ତ୍ତୀ ଯୁଦ୍ଧର ସମ୍ବାଦ ଶୁଣି ତୁମ୍ଭେମାନେ ଆତଙ୍କିତ ହୁଅ ନାହିଁ। ଏଭଳି ଅନେକ ଘଟଣା ନିଶ୍ଚୟ ଘଟିଯିବ। କିନ୍ତୁ ଏହାର ଅର୍ଥ ନୁହେଁ ଯେ ଅନ୍ତିମକାଳ ଉପସ୍ଥିତ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯୁଦ୍ଧ ବିଷୟରେ କିମ୍ବା ଯୁଦ୍ଧ ଗ୍ଭଲିଥିବା ବିଷୟରେ ଉଡ଼ା ଖବର ଶୁଣି ଭୟଭୀତ ହୋଇ ଯିବ ନାହିଁ। ଅନ୍ତିମକାଳ ଆସିବା ପୂର୍ବରୁ ଏସବୁ ଘଟଣା ନିଶ୍ଚୟ ଘଟିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ, ସେତେବେଳେ ବ୍ୟାକୁଳ ହୁଅ ନାହିଁ; ଏହି ସମସ୍ତ ଅବଶ୍ୟ ଘଟିବ, କିନ୍ତୁ ସେହି କାଳ ସୁଦ୍ଧା ଯୁଗାନ୍ତ ନୁହେଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಗ್ಗೊಳ್ ಹೊತಲ್ಯಾ ಝಗ್ಡ್ಯಾಂಚೊ ಅವಾಜ್ ಅನಿ ಧುರ್ಲ್ಯಾ ಗಾಂವಾತ್ನಿ ಹೊತಲ್ಯಾ ಝಗ್ಡ್ಯಾಂಚ್ಯಾ ಖಬ್ರಿಯಾ ತುಮ್ಕಾ ಆಯ್ಕುಕ್ ಗಾವ್ತ್ಯಾತ್. ಖರೆ ತುಮಿ ಭಿಂವುನಕಾಶಿ. ಹೆ ಸಗ್ಳೆ ಹೊವ್ಕುಚ್ ಪಾಜೆ, ಹೆಚೊ ಅರ್ತ್ ಅಂತ್ಕಾಲ್ ಯೆಲೊ ಮನುನ್ ನ್ಹಯ್”.