Mark 13:8 — Compare Translations
7 translations compared side by side
Odia - 1840
"ଗୋଟିଏ ଜାତି ଅନ୍ୟ ଜାତି ବିରୋଧ ରେ, ଗୋଟିଏ ରାଜ୍ଯ ଅନ୍ୟ ରାଜ୍ଯ ବିରୋଧ ରେ ଲଢଇେ କରିବ। ବହୁତ ସ୍ଥାନ ରେ ଭୂମିକମ୍ପ ହବେ। ଲୋକଙ୍କୁ ଖାଇବାକୁ ମିଳିବନାହିଁ। ଏହା ସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବଦନୋ ଭଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହିସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦେଶ ଦେଶ ଭିତରେ ଯୁଦ୍ଧ ଲାଗିବ। ଗୋଟିଏ ରାଜ୍ୟ ଆଉ ଗୋଟିଏ ରାଜ୍ୟକୁ ଆକ୍ରମଣ କରିବ। ସବୁଆଡ଼େ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ। କିନ୍ତୁ ଏଗୁଡ଼ିକ ପ୍ରସବ ବେଦନାର କେବଳ ପୂର୍ବ ସୂଚନା ମାତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଜାତି ଅନ୍ୟ ଜାତି ବିରୁଦ୍ଧରେ, ଗୋଟିଏ ରାଜ୍ୟ ଅନ୍ୟ ରାଜ୍ୟ ବିରୁଦ୍ଧରେ ଲଢ଼େଇ କରିବ। ବହୁତ ସ୍ଥାନରେ ଭୂମିକମ୍ପ ହେବ। ଲୋକଙ୍କୁ ଖାଇବାକୁ ମିଳିବ ନାହିଁ। ଏହାସବୁ କୌଣସି ନୂତନ ଶିଶୁର ଜନ୍ମ ପୂର୍ବର ପ୍ରସବ ବେଦନା ଭଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର।
Odia IRV 2017 (ଓଡିଆ ବାଇବେଲ)
କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ, ପୁଣି, ସ୍ଥାନେ ସ୍ଥାନେ ଭୂମିକମ୍ପ ହେବ ଓ ଦୁର୍ଭିକ୍ଷ ପଡ଼ିବ; ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ದೆಸ್ ಅನಿ ಎಕ್ ದೆಸಾವರ್ತಿ ಅನಿ ಎಕ್ ರಾಜ್ ಅನಿ ಎಕ್ ರಾಜಾಚ್ಯಾ ವರ್ತಿ ಮಾರಾ-ಮಾರಿ ಕರುಕ್ ಉಟ್ತ್ಯಾತ್. ತಸೆಚ್ ಸಗ್ಳ್ಯಾಕ್ಡೆ ಭುಕಂಪಾ ಹೊತ್ಯಾತ್ ಅನಿ ಬರಗಾಲ್ ಪಡ್ತಾ; ಹೆ ಸಗ್ಳೆ ಎಕಾ ಬಾಯ್ಕೊಮನ್ಸಿಕ್ ಬಾನತ್ಪಾನಾಚೊ ತರಾಸ್ ಯೆಲ್ಯಾ ಬಾಸೆನ್ ರ್ಹಾತಾ.