Mark 13:9 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭା-ମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ତୁମ୍ଭମାନଙ୍କୁ ସାବଧାନ ରହିବାକୁ ହେବ। ତୁମ୍ଭେ ଗିରଫ ହୋଇ ଅଦାଲତକୁ ନିଆଯିବ। ତୁମେ ସମାଜ ଗୃହରେ ମାଡ଼ ଖାଇବ। ମୋ’ ଲାଗି ତୁମକୁ ଶାସକ ଓ ରାଜାମାନଙ୍କ ସମ୍ମୁଖରେ ଛିଡ଼ାହୋଇ ଏହି ଶୁଭବାର୍ତ୍ତା ଶୁଣାଇବାକୁ ହେବ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଗ୍ଭରାଳୟରେ ସମର୍ପି ଦେବେ। ସେମାନେ ତୁମ୍ଭମାନଙ୍କୁ ସେମାନଙ୍କର ସମାଜଗୃହଗୁଡ଼ିକରେ ପିଟିବେ। ମୋର ଶିଷ୍ୟ ହୋଇଥିବା ଯୋଗୁଁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗରେ ଠିଆ ହେବାକୁ ବାଧ୍ୟ କରାଯିବ। ତୁମ୍ଭେମାନେ ମୋ’ ବିଷୟରେ ପ୍ରମାଣ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮಿ ಉಶಾರ್ಕಿನ್ ರ್ಹಾವಾ! ತುಮಿ ಮಾಜ್ಯಾ ಫಾಟ್ನಾ ಹಾಸಿ ಮನುನ್ ಲೊಕಾ ತುಮ್ಕಾ ಧರುನ್ ನ್ಯಾಯ್ ಕರ್ತಲ್ಯಾ ಜಾಗ್ಯಾಕ್ ಘೆವ್ನ್ ಜಾತ್ಯಾತ್, ತೆಂಚ್ಯಾ ಸಿನಾಗೊಗಾತ್ನಿ ನ್ಹೆವ್ನ್ ಮಾರುಕ್ ಲಾವ್ತ್ಯಾತ್, ಮಾಜ್ಯಾ ಬದಲ್ ಸಾಕ್ಷಿ ಸಾಂಗುಕ್ ಮನುನ್ ಅದಿಕಾರ್ಯಾಂಚ್ಯಾ ಅನಿ ರಾಜಾಂಚ್ಯಾ ಇದ್ರಾಕ್ ತುಮ್ಕಾ ಇಬೆ ಕರ್ತ್ಯಾತ್.