Mark 14:1 — Compare Translations

7 translations compared side by side

Odia - 1840
"ନିସ୍ତାର ପର୍ବ ଓ ଖମୀର ଶୁନ୍ଯ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନ ଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳ ରେ ବନ୍ଦୀ କରି ତା'ପରେ ମାରି ଦବୋ ପାଇଁ ଉପାୟ ଖୋଜୁ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୋଟୀର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ତାହାଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀ ପର୍ବର ଦୁଇଦିନ ଆଗରୁ ଯୀଶୁଙ୍କୁ ଗୋପନରେ ନେଇ ହତ୍ୟା କରିବା ପାଇଁ ମୁଖ୍ୟ ପୁରୋହିତ ଓ ଧର୍ମଗୁରୁମାନେ ଉପାୟ ଖୋଜିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ମାରିଦେବା ପାଇଁ ଯିହୂଦୀ ନେତାଙ୍କ ଯୋଜନା ନିସ୍ତାରପର୍ବ ଓ ଖମୀରଶୂନ୍ୟ ରୋଟୀପର୍ବ ଆଉ ଦୁଇ ଦିନ ବାକି ଥିଲା। ପ୍ରଧାନଯାଜକ ଓ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କୁ କୌଶଳରେ ବନ୍ଦୀ କରି ତା’ପରେ ମାରି ଦେବା ପାଇଁ ଉପାୟ ଖୋଜୁ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା। ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ନିସ୍ତାର ପର୍ବ ଓ ଖମୀରଶୂନ୍ୟ ରୁଟିର ପର୍ବ ପଡ଼ିବାକୁ ଦୁଇ ଦିନ ଥିଲା । ସେହି ସମୟରେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ଛଳରେ ଧରି ବଧ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪಾಸ್ಕ್ ಮನ್ತಲ್ಯಾ ಅನಿ ಇಸ್ಟ್ ಘಾಲಿನಸ್ತಾನಾ ಕರಲ್ಲ್ಯಾ ಭಾಕ್ರಿಚ್ಯಾ ಸನಾಕ್ ಅನಿ ಖಾಲಿ ದೊನ್ ದಿಸಾ ಹುರಲ್ಲಿ, ತನ್ನಾ ಮುಖ್ಯ ಯಾಜಕಾನಿ ಅನಿ ಖಾಯ್ದೆ ಸಿಕ್ವುತಲ್ಯಾನಿ ಜೆಜುಕ್ ಘುಟಾನಿ ಧರುನ್ ಜಿವಾನಿ ಮಾರುಚೆ ಮನುನ್ ಯವ್ಜುನ್ ಘೆವ್ನ್ ಹೊತ್ತ್ಯಾನಿ.