Mark 14:10 — Compare Translations

7 translations compared side by side

Odia - 1840
"ତା'ପରେ ବାରଜଣ ଯାକ ପ୍ ରରେିତଙ୍କ ମଧ୍ଯରୁ ଜଣେ ପ୍ ରରେିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ ରରେିତର ନାମ ଥିଲା ଈଷ୍କରିଯୋଥ ଯିହୁଦା। ସେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହାତ ରେ ଧ ରଇେ ଦବୋକୁ ଚାହୁଁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଦ୍ଵାଦଶଙ୍କ ମଧ୍ୟରୁ ଇଷ୍କାରିୟୋତ ଯିହୂଦା ନାମକ ଜଣେ ତାହାଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ଦ୍ୱାଦଶ ଶିଷ୍ୟ ମଧ୍ୟରୁ ଇଷ୍କରିୟୋଥ୍ ଯିହୁଦା ନାମକ ଜଣେ ଶିଷ୍ୟ ଯୀଶୁଙ୍କୁ ଧରାଇ ଦେବା ପାଇଁ ମୁଖ୍ୟ ପୁରୋହିତମାନଙ୍କ ନିକଟକୁ ଯାଇ ପ୍ରସ୍ତାବ କଲା।
Odia Bible ERV 2004 (ପବିତ୍ର ବାଇବଲ)
ଯିହୂଦା ଯୀଶୁଙ୍କ ଶତ୍ରୁମାନଙ୍କୁ ସାହାଯ୍ୟ କରିବାକୁ ରାଜି ତା’ପରେ ବାରଜଣ ଯାକ ପ୍ରେରିତଙ୍କ ମଧ୍ୟରୁ ଜଣେ ପ୍ରେରିତ ପ୍ରମୁଖ ଯାଜକମାନଙ୍କ ସହିତ କଥା ବାର୍ତ୍ତା କରିବାକୁ ଗଲା। ଏହି ପ୍ରେରିତର ନାମ ଥିଲା ଇଷ୍କାରିୟୋତ ଯିହୂଦା। ସେ ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବାକୁ ଗ୍ଭହୁଁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ବାର ଶିଷ୍ୟମାନଙ୍କ ମଧ୍ୟରୁ ଇଷ୍କାରିୟୋତୀୟ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ବାର ଶିଷ୍ୟଙ୍କ ମଧ୍ୟରୁ ଇଷ୍କାରିୟୋତ ଯିହୂଦା ନାମକ ଜଣେ ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସେମାନଙ୍କ ନିକଟକୁ ଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಬಾರಾ ಜಾನಾ ಶಿಸಾಂಚ್ಯಾ ಮದ್ಲೊ ಜುದಾಸ್ ಇಸ್ಕರಿಯೊತ್ ಜೆಜುಕ್ ಧರುನ್ ದಿವ್ಕ್ ಮನುನ್ ಮುಖ್ಯ ಯಾಜಕಾಂಚ್ಯಾ ವಾಂಗ್ಡಾ ಬೊಲುಕ್ ಮನುನ್ ಗೆಲೊ