Mark 14:11 — Compare Translations

7 translations compared side by side

Odia - 1840
"ପ୍ରଧାନ ଯାଜକମାନେ ଯୀହୁଦାର ଏ କଥା ରେ ବହୁତ ଖୁସି ହେଲେ। ଏହି କାମ କରି ଦେଲେ ସମାନେେ ଯିହୁଦାକୁ ଟଙ୍କା ଦବେେ ବୋଲି କଥା ଦେଲେ। ତେଣୁ ୟିହୂଦା ଯୀଶୁଙ୍କୁ ପ୍ରଧାନ ଯାଜକମାନଙ୍କ ହାତ ରେ ଧ ରଇେ ଦବୋ ପାଇଁ ସୁ ଯୋଗର ଅପେକ୍ଷା ରେ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ଵେଷଣ କରିବାକୁ ଲାଗିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ତା’ କଥାରେ ଖୁସି ହେଲେ ଏବଂ ତାକୁ ସେଥିପାଇଁ କିଛି ଟଙ୍କା ଦେବାକୁ ଚୁକ୍ତି କଲେ। ସେହି ସମୟରୁ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ପାଇଁ ଯିହୁଦା ସୁଯୋଗ ଖୋଜିବାକୁ ଲାଗିଲା।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଧାନଯାଜକମାନେ ଯିହୂଦାର ଏ କଥାରେ ବହୁତ ଖୁସୀ ହେଲେ। ଏହି କାମ କରି ଦେଲେ ସେମାନେ ଯିହୂଦାକୁ ଟଙ୍କା ଦେବେ ବୋଲି କଥା ଦେଲେ। ତେଣୁ ଯିହୂଦା ଯୀଶୁଙ୍କୁ ପ୍ରଧାନଯାଜକମାନଙ୍କ ହାତରେ ଧରେଇ ଦେବା ପାଇଁ ସୁଯୋଗର ଅପେକ୍ଷାରେ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ। ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହା ଶୁଣି ଆନନ୍ଦିତ ହେଲେ ଓ ତାହାଙ୍କୁ ଟଙ୍କା ଦେବା ପାଇଁ ପ୍ରତିଜ୍ଞା କଲେ । ସେଥିରେ ସେ ତାହାଙ୍କୁ ସୁବିଧା ଅନୁସାରେ କିପରି ଧରାଇଦେଇ ପାରେ, ଏହା ଅନ୍ୱେଷଣ କରିବାକୁ ଲାଗିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಾಂಗಟಲ್ಲೆ ಆಯ್ಕುನ್, ತೆನಿ ಲೈ ಕುಶಿ ಹೊಲೆ ಅನಿ ತುಕಾ ಪೈಸೆ ದಿತಾಂವ್ ಮನುನ್ ಸಾಂಗ್ಲ್ಯಾನಿ, ತಸೆ ಮನುನ್ ಜೆಜುಕ್ ಧರುನ್ ದಿತಲೊ ಬರೊ ಅವ್ಕಾಸ್ ತೊ ಹುಡ್ಕುನ್ಗೆತ್ ಹೊತ್ತೊ.