Mark 14:13 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ନିଜର ଦୁଇଜଣ ଶିଷ୍ଯଙ୍କୁ ନଗରକୁ ପଠାଇଲେ। ଯୀଶୁ ସମାନଙ୍କେୁ କହିଲେ, ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନଇଯାେଉଥିବାର ଦେଖିବ। ସହେି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା'ର ପେଛ ପେଛ ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହା କହି ପଠାଇଲେ, ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନିଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦୁଇ ଜଣ ଶିଷ୍ୟଙ୍କୁ ଏ କାର୍ଯ୍ୟ ପାଇଁ ପଠାଇ କହିଲେ, “ତୁମେ ସହର ଭିତରକୁ ଯାଅ। ସେଠାରେ ମାଠିଆରେ ପାଣି ନେଇ ଯାଉଥିବା ଜଣେ ଲୋକ ତୁମକୁ ଭେଟିବେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ନିଜର ଦୁଇଜଣ ଶିଷ୍ୟଙ୍କୁ ନଗରକୁ ପଠାଇଲେ। ଯୀଶୁ ସେମାନଙ୍କୁ କହିଲେ, “ନଗରକୁ ଯାଅ, ତୁମ୍ଭେ ଗୋଟିଏ ଲୋକକୁ ପାଣି ମାଠିଆଟିଏ ନେଇ ଯାଉଥିବାର ଦେଖିବ। ସେହି ଲୋକ ତୁମ୍ଭ ପାଖକୁ ଆସିବ। ତୁମ୍ଭେ ତା’ର ପଛେ ପଛେ ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, “ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣକୁ ଏହା କହି ପଠାଇଲେ, ତୁମ୍ଭେମାନେ ନଗରକୁ ଯାଅ, ଆଉ ଜଳକୁମ୍ଭ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ତାହାର ପଛେ ପଛେ ଯାଅ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ನಾಚ್ಯಾ ದೊಗ್ಯಾ ಜಾನಾ ಶಿಸಾಕ್ನಿ ಬಲ್ವುನ್ “ತುಮಿ ಗಾಂವಾತ್ ಜಾಂವಾ, ಥೈ ಎಕ್ ಪಾನಿಯಾಚೊ ಬಿಂದ್ಗೊ ಖಾಂಜಾರ್ ಘೆವ್ನ್ ಯೆತಲೊ ಎಕ್ ಮಾನುಸ್ ಗಾವ್ತಾ, ತೆಚ್ಯಾ ಫಾಟ್ನಾಚ್ ಜಾಂವಾ,