Mark 14:15 — Compare Translations
7 translations compared side by side
Odia - 1840
"ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲା ରେ ସମସ୍ତ ବ୍ଯବସ୍ଥା ଥିବା ଗୋଟିଏ ବଡ କୋଠରୀ ଦଖାଇବେେ। ତୁମ୍ଭେ ସହେିଠା ରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ତୁମକୁ ଉପର ମହଲାରେ ଗୋଟଏ ସୁସଜ୍ଜିତ ପ୍ରଶସ୍ତ କୋଠରୀ ଦେଖାଇବେ। ସେଠାରେ ତୁମେ ଆମ ପାଇଁ ସମସ୍ତ ବିଷୟ ପ୍ରସ୍ତୁତ କରବ।”
Odia Bible ERV 2004 (ପବିତ୍ର ବାଇବଲ)
ଘର ମାଲିକ ତୁମ୍ଭମାନଙ୍କୁ ଉପର ମହଲାରେ ସମସ୍ତ ବ୍ୟବସ୍ଥା ଥିବା ଗୋଟିଏ ବଡ଼ କୋଠରୀ ଦେଖାଇବେ। ତୁମ୍ଭେ ସେହିଠାରେ ଆମ୍ଭମାନଙ୍କ ପାଇଁ ଖାଦ୍ୟ ପ୍ରସ୍ତୁତ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର।”
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଓ ପ୍ରସ୍ତୁତ ଗୋଟିଏ ଉପରିସ୍ଥ ବୃହତ କୋଠରୀ ଦେଖାଇଦେବେ; ସେ ସ୍ଥାନରେ ଆମ୍ଭମାନଙ୍କ ପାଇଁ ପ୍ରସ୍ତୁତ କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ವಡಿಲ್ ತುಮ್ಕಾ ಮ್ಹಾಳ್ಗಿ ವರ್ತಿ ಹೊತ್ತಿ ಮೊಟಿ ಖೊಲಿ ದಾಕ್ವುತಾ, “ಥೈ ಅಮ್ಕಾ ಸಗ್ಳೆ ಬರೆ ಕರುನ್ ತಯಾರ್ ಕರುನ್ ಥವಲ್ಲೆ ರ್ಹಾತಾ. ಥೈ ಜೆವ್ನಾಚಿ ತಯಾರಿ ಕರಾ” ಮನುನ್ ಸಾಂಗುನ್ ಧಾಡ್ಲ್ಯಾನ್.