Mark 14:16 — Compare Translations

7 translations compared side by side

Odia - 1840
"ତା'ପରେ ଶିଷ୍ଯମାନେ ସଠାରୁେ ନଗରକୁ ଚାଲିଗଲେ। ଯୀଶୁ ସମାନଙ୍କେୁ ଯାହା କହିଥିଲେ, ସବୁକଥା ସହେିପରି ଘଟିଲା। ସଠାେରେ ସମାନେେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଦୁଇଜଣ ଶିଷ୍ୟ ସହରକୁ ଗଲେ ଏବଂ ଯୀଶୁ କହିବା ଅନୁଯାୟୀ ସବୁ କଥା ଦେଖିଲେ। ସେଠାରେ ସେମାନେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶିଷ୍ୟମାନେ ସେଠାରୁ ନଗରକୁ ଗ୍ଭଲିଗଲେ। ଯୀଶୁ ସେମାନଙ୍କୁ ଯାହା କହିଥିଲେ, ସବୁକଥା ସେହିପରି ଘଟିଲା। ସେଠାରେ ସେମାନେ ନିସ୍ତାରପର୍ବର ଖାଦ୍ୟ ପ୍ରସ୍ତୁତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶିଷ୍ୟମାନେ ପ୍ରସ୍ଥାନ କରି ନଗରରେ ପ୍ରବେଶ କଲେ, ପୁଣି, ଯୀଶୁ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಿ ಶಿಸಾ ತ್ಯಾ ಗಾಂವಾತ್ ಗೆಲಿ, ಥೈ ಗೆಲ್ಲ್ಯಾ ತನ್ನಾ ಜೆಜುನ್ ಸಾಂಗಲ್ಲ್ಯಾ ಸರ್ಕೆಚ್ ತೆಂಕಾ ಗಾವ್ಲೆ, ಥೈ ತೆನಿ ಪಾಸ್ಕಾಚ್ಯಾ ಜೆವ್ನಾಚಿ ಯವಸ್ತಾ ಕರ್‍ಲ್ಯಾನಿ.