Mark 14:17 — Compare Translations
7 translations compared side by side
Odia - 1840
"ସନ୍ଧ୍ଯା ବଳକେୁ ଯୀଶୁ ବାରଜଣ ଯାକ ପ୍ ରରେିତଙ୍କୁ ସାଙ୍ଗ ରେ ଧରି ସଠାେରେ ଯାଇ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସନ୍ଧ୍ୟା ହୁଅନ୍ତେ, ସେ ଦ୍ଵାଦଶଙ୍କ ସହିତ ଆସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସନ୍ଧ୍ୟାବେଳେ ଯୀଶୁ ଶିଷ୍ୟମାନଙ୍କ ସହିତ ସେହି ଗୃହରେ ଉପସ୍ଥିତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ସନ୍ଧ୍ୟା ବେଳକୁ ଯୀଶୁ ବାରଜଣଯାକ ପ୍ରେରିତଙ୍କୁ ସାଙ୍ଗରେ ଧରି ସେଠାରେ ଯାଇ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ସନ୍ଧ୍ୟା ହୁଅନ୍ତେ ସେ ବାର ଶିଷ୍ୟଙ୍କ ସହିତ ଆସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಚೆಕ್ಡೆ ಜೆಜು ಬಾರಾ ಜಾನಾ ಶಿಸಾಂಚ್ಯಾ ವಾಂಗ್ಡಾ ಥೈ ಗೆಲೊ.