Mark 14:18 — Compare Translations

7 translations compared side by side

Odia - 1840
"ସମାନେେ ଖାଉଥିବା ବାଳେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ଯ କହୁଛି, ବର୍ତ୍ତମାନ ମାେ ସାଙ୍ଗ ରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମାେ' ପ୍ରତି ବିଶ୍ବାସଘାତକତା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭୋଜନରେ ବସିବାବେଳେ ଯୀଶୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ। ସେ ମୋ’ ସହିତ ଭୋଜନ କରୁଛି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଖାଉଥିବା ବାଳେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ବର୍ତ୍ତମାନ ମୋ’ ସାଙ୍ଗରେ ଖାଉଥିବା ତୁମ୍ଭ ଭିତରୁ ଜଣେ ମୋ’ ପ୍ରତି ବିଶ୍ୱାସଘାତକତା କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ବସି ଭୋଜନ କରୁଥିବା ସମୟରେ ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସାଙ୍ଗରେ ଭୋଜନ କରୁଅଛି, ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆವಾನ್ ಕರ್‍ತಾನಾ ಜೆಜುನ್ “ಮಿಯಾ ತುಮ್ಕಾ ಸಾಂಗ್ತಾ ತುಮ್ಚ್ಯಾತ್ಲೊ ಎಕ್ಲೊ ಮಾಕಾ ಘಾತ್ ಕರ್‍ನಾರ್ ಹಾಯ್.ತೊ ಮಾನುಸ್ ಹಿತ್ತೆ ಅತ್ತಾ ಮಾಜ್ಯಾ ವಾಂಗ್ಡಾಚ್ ಜೆವಾನ್ ಕರುಕ್ ಲಾಗ್ಲಾ”. ಮಟ್ಲ್ಯಾನ್.