Mark 14:2 — Compare Translations

7 translations compared side by side

Odia - 1840
"ସମାନେେ କହିଲେ, ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା' କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ତଗୋଳ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ କହିଲେ, “ପର୍ବ ସମୟରେ ଏ କାର୍ଯ୍ୟ କରିବା ନାହିଁ, କାର ସେତେବେଳେ ଲୋକେ ଗଣ୍ଡଗୋଳ କରିପାରନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କହିଲେ, “ଆମ୍ଭେ କିନ୍ତୁ ପର୍ବ ସମୟରେ ଯୀଶୁଙ୍କୁ ବନ୍ଦୀ କରି ପାରିବା ନାହିଁ। ତା’ କଲେ ଲୋକମାନେ ରାଗିଯାଇ ଦଙ୍ଗା ହାଙ୍ଗାମା କରି ପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ “ಅತ್ತಾ ಸನ್ ತೊಂಡಾರ್ ಯೆಲೊ, ಲೊಕಾನಿ ಚವ್ತಾಳುನ್ ಖೈ ತರ್ ಧಾಂದಲ್ ಉಟ್ವುತಿಲ್” ಮನುನ್ ಬೊಲುನ್ ಘೆಟ್ಲ್ಯಾನಿ.