Mark 14:20 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ସମାନଙ୍କେୁ କହିଲେ, ସହେି ଲୋକ ତୁମ୍ଭ ବାରଜଣଙ୍କ ମଧ୍ଯରୁ ଜଣେ, ଯକେି ମାେ' ସହିତ ବିଶ୍ବାସଘାତକତା କରିବ। ସେ ମାେ' ସଙ୍ଗେ ଗୋଟିଏ ଗିନା ରେ ରୋଟୀ ବୁଡାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ଦ୍ଵାଦଶଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ ବାର ଜଣ ଭିତରୁ ଜଣେ; ସେ ମୋ’ ସହିତ ଏକାପାତ୍ରରେ ରୋଟୀ ବୁଡ଼ାଇ ଖାଉଛି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ସେମାନଙ୍କୁ କହିଲେ, “ସେହି ଲୋକ ତୁମ୍ଭ ବାରଜଣଙ୍କ ମଧ୍ୟରୁ ଜଣେ, ଯେକି ମୋ’ ସହିତ ବିଶ୍ୱାସଘାତକତା କରିବ। ସେ ମୋ’ ସଙ୍ଗେ ଗୋଟିଏ ଗିନାରେ ରୋଟୀ ବୁଡ଼ାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋʼ ସହିତ ପାତ୍ରରେ ହାତ ବୁଡ଼ାଉଅଛି।
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ବାରଜଣଙ୍କ ମଧ୍ୟରୁ ଜଣେ, ଯେ କି ମୋ' ସହିତ ପାତ୍ରରେ ହାତ ବୁଡ଼ାଉଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುನ್ ತೆಂಕಾ “ತುಮ್ಚ್ಯಾ ಬಾರಾ ಜಾನಾನಿತ್ಲೊ ಎಕ್ಲೊ, ತೊ ಮಾಜ್ಯಾ ವಾಂಗ್ಡಾಚ್ ಆಯ್ದಾನಾತ್ ಅಪ್ನಾಚೊ ಭಾಕ್ರಿಚೊ ತುಕ್ಡೊ ಬುಡ್ವುತಾ.