Mark 14:22 — Compare Translations
7 translations compared side by side
Odia - 1840
"ସମାନେେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ରୋଟୀ ଛିଣ୍ଡଇେ ଶିଷ୍ଯମାନଙ୍କୁ ଦଇେ କହିଲେ, ଏହି ରୋଟୀ ନିଅ। ଏହା ମାରେ ଦହେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୋଟୀ ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଭୋଜନ କରିବା ସମୟରେ ଯୀଶୁ ଖଣ୍ଡିଏ ରୋଟୀ ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାକୁ ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ, “ନିଅ, ଖାଅ - ଏହା ମୋର ଶରୀର।”
Odia Bible ERV 2004 (ପବିତ୍ର ବାଇବଲ)
ପ୍ରଭୁଭୋଜ ସେମାନେ ଖାଇବା ସମୟରେ ଯୀଶୁ କିଛି ରୋଟୀ ନେଲେ। ସେ ରୋଟୀ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ରୋଟୀ ଛିଣ୍ଡେଇ ଶିଷ୍ୟମାନଙ୍କୁ ଦେଇ କହିଲେ, “ଏହି ରୋଟୀ ନିଅ। ଏହା ମୋର ଦେହ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, “ନିଅ, ଏହା ମୋହର ଶରୀର।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ଘେନି ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ନିଅ, ଏହା ମୋହର ଶରୀର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆವಾನ್ ಕರ್ತಾನಾ ಜೆಜುನ್ ಭಾಕ್ರಿ ಹಾತಿತ್ ಘೆವ್ನ್, ಧನ್ಯಾವಾದಾಚಿ ಮಾಗ್ನಿ ಕರುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ದಿವ್ನ್ “ಹೆ ಮಾಜೆ ಶರಿರ್” ಮಟ್ಲ್ಯಾನ್.