Mark 14:23 — Compare Translations

7 translations compared side by side

Odia - 1840
"ତା'ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦେଲେ। ତା'ପରେ ତାହା ଶିଷ୍ଯମାନଙ୍କୁ ଦେଲେ। ସମସ୍ତ ଶିଷ୍ଯ ସହେି ପାତ୍ରରୁ ଦ୍ରାକ୍ଷାରସ ପିଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ କରି ସେମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଦ୍ରାକ୍ଷାରସପୂର୍ଣ୍ଣ ପାତ୍ର ନେଇ ଈଶ୍ୱରଙ୍କୁ ଧନ୍ୟବାଦ ଦେଲେ ଏବଂ ତାହା ଶିଷ୍ୟମାନଙ୍କୁ ଦେଲେ। ସୋମନେ ସେଥିରୁ ପାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଦ୍ରାକ୍ଷାରସର ପାତ୍ରଟି ନେଲେ। ତାହା ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେଲେ। ତା’ପରେ ତାହା ଶିଷ୍ୟମାନଙ୍କୁ ଦେଲେ। ସମସ୍ତ ଶିଷ୍ୟ ସେହି ପାତ୍ରରୁ ଦ୍ରାକ୍ଷାରସ ପିଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପାନପାତ୍ର ଘେନି ଧନ୍ୟବାଦ ଦେଇ ଶିଷ୍ୟମାନଙ୍କୁ ଦେଲେ ଓ ସମସ୍ତେ ସେଥିରୁ ପାନ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ವಾಯ್ನಾಚೆ ಆಯ್ದಾನ್ ಘೆವ್ನ್. ದೆವಾಕ್ ಧನ್ಯಾವಾದ್ ದಿವ್ನ್ ತೆ ತೆಂಕಾ ದಿಲ್ಯಾನ್, ತೆನಿ ತೆ ಫಿಲ್ಯಾನಿ.