Mark 14:24 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ କହିଲେ, ଏହା ମାରେ ରକ୍ତ। ମାରେରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ବରଙ୍କ ଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଦିଷ୍ଟ। ଏହି ରକ୍ତ ଅନକେ ଲୋକଙ୍କ ପାଇଁ ଦିଆଯାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ପାତିତ ହେଉଅଛି, ଏ ମୋହର ସେହି ରକ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ଏହା ମୋର ରକ୍ତ, ମନୁଷ୍ୟର ପାପ କ୍ଷମା ପାଇଁ ମୁଁ ମୋର ଯେଉଁ ରକ୍ତ ଢ଼ାଳି ଦେବାକୁ ଯାଉଛି, ତାହା ଈଶ୍ୱରଙ୍କ ନୂତନ ବିଧାନକୁ ମୁଦ୍ରାଙ୍କିତ କରିବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ଏହା ମୋର ରକ୍ତ। ମୋର ରକ୍ତ ଏକ ନୂଆ ନିୟମ ଆରମ୍ଭ କରେ। ଏହି ନିୟମଟି ପରମେଶ୍ୱରଙ୍କଠାରୁ ତାହାଙ୍କ ଲୋକଙ୍କ ପାଇଁ ଉଦ୍ଧିଷ୍ଟ। ଏହି ରକ୍ତ ଅନେକ ଲୋକଙ୍କ ପାଇଁ ଦିଆଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯୀଶୁ ସେମାନଙ୍କୁ କହିଲେ, “ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯୀଶୁ ସେମାନଙ୍କୁ କହିଲେ, ଯେଉଁ ନିୟମର ରକ୍ତ ଅନେକଙ୍କ ନିମନ୍ତେ ଢାଳି ଦିଆଯାଏ, ଏ ମୋହର ସେହି ରକ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ “ಹೆ ಮಾಜೆ ರಗಾತ್, ದೆವಾನ್ ಅಪ್ನಾಚ್ಯಾ ಲೊಕಾಂಚ್ಯಾ ವಾಂಗ್ಡಾ ಕರಲ್ಲೊ ಎಕ್ ನ್ಹವೊ ಕರಾರ್, ಹೆ ಸುಮಾರ್ ಲೊಕಾಂಚ್ಯಾ ಸಾಟ್ನಿ ವೊತಲ್ಲೆ ರಗಾತ್.