Mark 14:25 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ମୁଁ ଯେପର୍ୟ୍ଯନ୍ତ ପରମେଶ୍ବରଙ୍କ ରାଜ୍ଯ ରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସହେି ଦିନ ପର୍ୟ୍ଯନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ଵରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କୁ କହି ରଖୁଛି, ଈଶ୍ୱରଙ୍କ ରାଜ୍ୟରେ ନୂତନ ଦ୍ରାକ୍ଷାରସ ପାନ କରିବା ପର୍ଯ୍ୟନ୍ତ ମୁଁ ଆଉ କେବେ ଦ୍ରାକ୍ଷାରସ ପାନ କରିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି। ମୁଁ ଯେପର୍ଯ୍ୟନ୍ତ ପରମେଶ୍ୱରଙ୍କ ରାଜ୍ୟରେ ନୂଆ ଦ୍ରାକ୍ଷାରସ ପାନ ନ କରିଛି, ସେହି ଦିନ ପର୍ଯ୍ୟନ୍ତ ଆଉ ଦ୍ରାକ୍ଷାରସ ପିଇବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ବରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଦିନ ମୁଁ ଈଶ୍ୱରଙ୍କ ରାଜ୍ୟରେ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି, ସେହି ଦିନ ପର୍ଯ୍ୟନ୍ତ ଏହା ଆଉ କେବେ ହେଁ ପାନ କରିବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಸಾಂಗ್ತಾ, ದೆವಾಚ್ಯಾ ರಾಜಾತ್ ಮಿಯಾ ನ್ಹವೊ ವಾಯ್ನ್ ಫಿತಲ್ಯಾ ದಿಸಾ ಸಗೊಳ್ ಹಿ ವಾಯ್ನ್ ಕನ್ನಾಚ್ ಫಿ ನಾ”. ಮಟ್ಲ್ಯಾನ್.