Mark 14:26 — Compare Translations

7 translations compared side by side

Odia - 1840
"ସବୁ ଶିଷ୍ଯମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା'ପରେ ଜୀତ ପର୍ବତ ଉପରକୁ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତ ପର୍ବତକୁ ବାହାରି ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହାପରେ ଯୀଶୁ ଓ ତାଙ୍କ ଶିଷ୍ୟମାନେ ସ୍ତବ ଗାନ କରି ଜୀତ ପର୍ବତକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ସବୁ ଶିଷ୍ୟମାନେ ମିଳି ଗୋଟିଏ ଗୀତ ବୋଲିଲେ ଓ ତା’ପରେ ଜୀତପର୍ବତ ଉପରକୁ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ସ୍ତବଗାନ କଲା ଉତ୍ତାରେ ଜୀତପର୍ବତକୁ ବାହାରିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ತೆನಿ ಎಕ್ ಕಿರ್ತನ್ ಗಾವುನ್ ಒಲಿವ್ ಝಾಡಾಂಚ್ಯಾ ಮಡ್ಡಿ ವರ್‍ತಿ ಗೆಲ್ಯಾನಿ.