Mark 14:27 — Compare Translations
7 translations compared side by side
Odia - 1840
"ଯୀଶୁ ଶିଷ୍ଯମାନଙ୍କୁ କହିଲେ, ତୁମ୍ଭମାନେେ ସମସ୍ତେ ତୁମ୍ଭମାନଙ୍କର ବିଶ୍ବାସ ହ ରଇେ ବସିବ। ଏହା ଶାସ୍ତ୍ର ରେ ଲଖାେ ଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ମୋତେ ଛାଡ଼ି ପଳାଇଯିବ। ଏ ବିଷୟରେ ଶାସ୍ତ୍ରରେ ଲେଖାଅଛି, ‘ମୁଁ ମେଷପାଳକକୁ ବଧ କରିବି ଓ ମେଷମାନେ ଛିନ୍ନଭିନ୍ନ ହୋଇଯିବେ।’
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଅନୁସରଣକାରୀ ସମସ୍ତେ ତାଙ୍କୁ ଛାଡ଼ିବେ ଯୀଶୁ ଶିଷ୍ୟମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ତୁମ୍ଭମାନଙ୍କର ବିଶ୍ୱାସ ହରେଇ ବସିବ। ଏହା ଶାସ୍ତ୍ରରେ ଲେଖା ଅଛି: ‘ମୁଁ ମେଷପାଳକଙ୍କୁ ମାରି ଦେବି, ତହିଁରେ ମେଣ୍ଢାମାନେ ଏଣେ ତେଣେ ପଳେଇଯିବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖାଅଛି, ‘ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ।’
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ବିଘ୍ନ ପାଇବ, କାରଣ ଲେଖା ଅଛି, ଆମ୍ଭେ ମେଷପାଳକକୁ ପ୍ରହାର କରିବା, ଆଉ ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತೆಂಕಾ “ತುಮಿ ಮಾಕಾ ಸೊಡುನ್ ಪಳುನ್ ಜಾತ್ಯಾಶಿ” ಕಶ್ಯಾಕ್ ಮಟ್ಲ್ಯಾರ್ “ದೆವ್ ಕುರ್ಬುರಾಕ್ ಜಿವಾನಿ ಮಾರ್ತಾ, ತನ್ನಾ ಸಗ್ಳಿ ಬಕ್ರಿ ಮಾಳ್ಬರ್ ಹೊತ್ಯಾತ್” ಮನುನ್ ಪವಿತ್ರ್ ಪುಸ್ತಕಾತ್ ಲಿವಲ್ಲೆ ಹಾಯ್ ಮಟ್ಲ್ಯಾನ್.