Mark 14:29 — Compare Translations
7 translations compared side by side
Odia - 1840
"ପିତର କହିଲେ, ଅନ୍ୟ ସମସ୍ତ ଶିଷ୍ଯ ହୁଏତ ସମାନଙ୍କେ ବିଶ୍ବାସ ହ ରଇେ ପାରନ୍ତି। କିନ୍ତୁ ମୁଁ ମାରେବିଶ୍ବାସ କଦାପି ହ ରଇବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କହିଲେ, “ଅନ୍ୟମାନେ ସମସ୍ତେ ଆପଣଙ୍କୁ ଛାଡ଼ି ଚାଲିଗଲେ ସୁଦ୍ଧା ମୁଁ କଦାପି ଯିବି ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର କହିଲେ, “ଅନ୍ୟ ସମସ୍ତ ଶିଷ୍ୟ ହୁଏତ ସେମାନଙ୍କ ବିଶ୍ୱାସ ହରେଇ ପାରନ୍ତି। କିନ୍ତୁ ମୁଁ ମୋର ବିଶ୍ୱାସ କଦାପି ହରେଇବି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପିତର ତାହାଙ୍କୁ କହିଲେ, ଯଦ୍ୟପି ସମସ୍ତେ ବିଘ୍ନ ପାଇବେ, ତଥାପି ମୁଁ ପାଇବି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರು “ಹುರಲ್ಲೆ ಸಗ್ಳೆ ಜಾನಾ ತುಕಾ ಸೊಡುನ್ ಗೆಲ್ಯಾರ್ಬಿ ಮಿಯಾ ತುಕಾ ಸೊಡುನ್ ಜಾಯ್ನಾ” ಮಟ್ಲ್ಯಾನ್.