Mark 14:31 — Compare Translations

7 translations compared side by side

Odia - 1840
"ଏ କଥା ଶୁଣି ପିତର ଆହୁରି ଜାରେ ଦଇେ କହିଲେ, ମାେତେ ତୁମ୍ଭ ସହିତ ମରିବାକୁ ପଡିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ। ଅନ୍ୟ ସମସ୍ତ ଶିଷ୍ଯ ମଧ୍ଯ ସହେି ଏକା କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ଅତି ଦୃଢ଼ ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ଵୀକାର କରିବି ନାହିଁ । ପୁଣି, ସମସ୍ତେ ମଧ୍ୟ ସେହିପ୍ରକାର କହିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଆହୁରି ଦୃଢ଼ ଭାବରେ କହିଲେ, “ଆପଣଙ୍କ ସହିତ ମରିବାକୁ ହେଲେ ସୁଦ୍ଧା ମୁଁ କଦାପି ଆପଣଙ୍କୁ ଅସ୍ୱୀକାର କରିବି ନାହିଁ।” ଅନ୍ୟ ଶିଷ୍ୟମାନେ ମଧ୍ୟ ସେହିପରି କହିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ଶୁଣି ପିତର ଆହୁରି ଜୋର୍ ଦେଇ କହିଲେ, “ମୋତେ ତୁମ୍ଭ ସହିତ ମରିବାକୁ ପଡ଼ିଲେ ସୁଦ୍ଧା ମୁଁ ତୁମ୍ଭକୁ ଚିହ୍ନି ନାହିଁ ବୋଲି କଦାପି କହିବି ନାହିଁ।” ଅନ୍ୟ ସମସ୍ତ ଶିଷ୍ୟ ମଧ୍ୟ ସେହି ଏକା କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ପିତର ଦୃଢ଼ରୂପେ କହିବାକୁ ଲାଗିଲେ, ଯଦି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ, ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ। ପୁଣି, ସମସ୍ତେ ମଧ୍ୟ ସେହି ପ୍ରକାର କହିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಪೆದ್ರು “ಅನಿ ವಿಶ್ವಾಸಾನ್ ಮಾಕಾ ತುಜೆ ವಾಂಗ್ಡಾ ಮರ್‍ತಲೊ ಎಳ್ ಯೆಲ್ಯಾರ್ಬಿ, ತುಜಿ ಮಾಕಾ ವಳಕುಚ್ ನಾ ಮನುನ್ ಎವ್ಡೆ, ಕನ್ನಾಬಿ ಸಾಂಗಿನಾ” ಮನುನ್ ಸಾಂಗ್ತಾನಾ ಸಗ್ಳಿ ಶಿಸಾಬಿ ತಸೆಚ್ ಮನುಲಾಲಿ.